Masthead

ସତ୍ୟ ମୋର ଭଗବାନ, ଅହିଂସା ଏକମାତ୍ର ସାଧନ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସୁରଟ କୋର୍ଟଙ୍କ ରାୟ ପରେ ଟ୍ୱିଟ କରି ରାହୁଲ ଗାନ୍ଧୀ ଲେଖିଛନ୍ତି ମୋ ଧର୍ମ ସତ୍ୟ ଏବଂ ଅହିଂସା ଉପରେ ଆଧାରିତ। ସତ୍ୟ ମୋର ଭଗବାନ ତାକୁ ପାଇବା ପାଇଁ ଅହିଂସା ହେଉଛି ଏକମାତ୍ର ସାଧନ। ରାହୁଲ ଗାନ୍ଧିଙ୍କ ଉପରେ ହୋଇଥିବା ମାନହାନୀ ମାମଲାର ଆଜି ଶୁଣାଣି ଥିଲା । ତେବେ ରାହୁଲଗାନ୍ଧି ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ ସୁରଟ କୋର୍ଟ ।  କୋର୍ଟଙ୍କ ରାୟ ପରେ ରାହୁଲଙ୍କୁ ମିଳିଥିଲା ବେଲ ।

କର୍ଣାଟକର କୋଲାରରେ ୨୦୧୯ ଏପ୍ରିଲ ୧୩ ରେ ନିର୍ବାଚନୀ ରାଲିରେ ପ୍ରଧାନମନ୍ତ୍ରୀଙ୍କ ସରନେମକୁ ନେଇ ବୟାନ ଦେଇଥିଲେ ରାହୁଲ ଗାନ୍ଧି । ରାଲିରେ କହିଥିଲେ ନୀରବ ମୋଦି, ଲଳିତ ମୋଦି, ନରେନ୍ଦ୍ର ମୋଦିଙ୍କ ଟାଇଟଲ ସମାନ କାହିଁକି । ସବୁ ଚୋରଙ୍କର ସରନେମ ମୋଦୀ କାହିଁକି ହୋଇଥାଏ । ଏହି ବୟାନକୁ ନେଇ ବିବାଦ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର