Masthead

ଅପିଲ ପାଇଁ ମିଳିଲା ସମୟ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ । ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ ସୁରଟ କୋର୍ଟ । ଜେଲ ଦଣ୍ଡାଦେଶ ପରେ ସଙ୍ଗେ ସଙ୍ଗେ ମିଳିଲା ବେଲ୍ । ରାହୁଲ ଗାନ୍ଧିଙ୍କୁ ଦଣ୍ଡାଦେଶ ମିଳିବାର ମାତ୍ର କିଛି ସମୟ ମଧ୍ୟରେ ତାଙ୍କୁ ୩୦ ଦିନ ପର୍ଯ୍ୟନ୍ତ ଜାମିନ୍‌ ମିଳିଛି। । ଏହି ସମୟ ମଧ୍ୟରେ ଉପର କୋର୍ଟରେ ଆବେଦନ କରିବା ପାଇଁ କୋର୍ଟ ରାହୁଲଙ୍କୁ ସମୟ ଦେଇଛନ୍ତି।

ଏହି ସମୟରେ ସେ ସ୍ଥାୟୀ ଜାମିନ୍‌ ପାଇଁ ଆବେଦନ କରିପାରିବେ। ଉପର କୋର୍ଟରେ ଆବେଦନ କରିବା ପାଇଁ କୋର୍ଟ ରାହୁଲଙ୍କୁ ସମୟ ଦେଇଛନ୍ତି। ସେପଟେ ସମସ୍ତ ଚୋରଙ୍କ ସର୍‌ନେମ୍‌ ମୋଦି କାହିଁକି’ ? କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଏହି ବୟାନ୍‌କୁ ନେଇ ଦାଖଲ ହୋଇଥିବା ମାନହାନୀ ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ଗୁଜୁରାଟର ସୁରଟ ସେସନ୍‌ କୋର୍ଟ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ