Masthead

ଅମ୍ରିତପାଲଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍

ଚଣ୍ଡୀଗଡ଼ (ବଡ଼ ଖବର ବ୍ୟୁରୋ): ଖଲିସ୍ତାନୀ ନେତା ଅମ୍ରିତ୍‌ପାଲ ସିଂଙ୍କୁ ଧରିବାକୁ ଯାଇ ପଞ୍ଜାବ ପୋଲିସ ନାକେଦମ ହେଲାଣି। ସପ୍ତାହେ ହେଲା ପୋଲିସ ପକ୍ଷରୁ ତନାଘନା ଜାରି ରହିଛି। ନିଶା ନିବାରଣ କେନ୍ଦ୍ର ଚଳାଇବା ନାଁରେ ଅମ୍ରିତ୍‌ପାଲ ଯୁବବର୍ଗଙ୍କୁ ଅସ୍ତ୍ର ଶିକ୍ଷାଦେବା ସହ ଆତ୍ମଘାତୀ ବୋମା ସାଜିବା ଲାଗି ପ୍ରବର୍ତ୍ତାଉଥିଲେ। ଶନିବାର ପୋଲିସ ତାଙ୍କୁ ଧରିବା ପାଇଁ ତନାଘନା ଚଳାଇଥିବାବେଳେ ସେ ଏକ ମର୍ସିଡିସ୍‌ ଏସ୍‌ୟୁଭିରେ ପଳାଇଯାଇ ପରେ ଏକ କାର୍‌ ଓ ବାଇକରେ ଖସିଯିବାକୁ ସକ୍ଷମ ହୋଇଥିଲେ। କିନ୍ତୁ ଅମ୍ରିତପାଲ ସିଂଙ୍କୁ ନେଇ ଆସିଛି ବଡ଼ ସୂଚନା ।

ପୁଲିସକୁ ଚକମା ଦେଇ ଫେରାର ହୋଇଯାଇଥିଲା ଏହି ଖଲିସ୍ତାନୀ ନେତା ବାଇକରେ ହରିଆଣା ଦେଇ ଉତରାଖଣ୍ଡ ପଳାଇଯାଇଥିବା ସୂଚନା ମିଳିଛି । ତାଙ୍କୁ ଧରିବା ପାଇଁ ପଞ୍ଜାବ ପୁଲିସ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଛି । ଅଜନାଲ ହିଂସା ମାମଲାରେ ୬ଦିନ ହେବ ପୁଲିସ ହାତରୁ ଫେରାର ଥିବା ଅମ୍ରିତକୁ ନେଇ ପ୍ରତ୍ୟେକ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ଅମ୍ରିତପାଲ ପଂଜାବରେ ନିଜର ଯେଉଁ ଶକ୍ତିପ୍ରଦର୍ଶନ ପ୍ରଦର୍ଶନ କରୁଛି ଏହା ପଛରେ ବିଦେଶୀ ଫଣ୍ଡ ଓ ଟେରର ଫଣ୍ଡିର ହାତ ଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼