Masthead

କେନ୍ଦ୍ର ସରକାର ଯାହା ଘୋଷଣା କରନ୍ତି, ତାହା ଦିଅନ୍ତିନି : ଅରୁଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗମନାଗମନ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ଅରୁଣ ସାହୁ । ଶୂନ୍ୟକାଳରେ ଉଠାଇଲେ କେନ୍ଦ୍ର ଅବହେଳା ପ୍ରସଙ୍ଗ । ରେଳ ବଜେଟକୁ ନେଇ କଲେ କଡ଼ା ସମାଲୋଚନା । କହିଲେ କେନ୍ଦ୍ର ସରକାର ଯାହା ଅର୍ଥ ଘୋଷଣା କରନ୍ତି, ତାହା ଦିଅନ୍ତିନି । ଖୋର୍ଦ୍ଧା-ବଲାଙ୍ଗୀର ପ୍ରକଳ୍ପ ଉଠାଇ କଲେ ସମାଲୋଚନା ।

ଏବେ ବି ଓଡ଼ିଶାର ବହୁ ଜିଲ୍ଲା ରେଳ ସଂଯୋଗ ଯାଇନାହିଁ । ଜାତୀୟ ରାଜପଥ ପ୍ରସଙ୍ଗ ଉଠାଇ କହିଲେ କେନ୍ଦ୍ର କେବଳ ବଡ ବଡ ଘୋଷଣା କରୁଛନ୍ତି । ହେଲେ ଦେଉନାହାନ୍ତି । ତେଣୁ ବାଚସ୍ପତି ରୁଲି ଦେବାକୁ ଦାବି କଲା ବିଜେଡି । କେତେ ଟଙ୍କା ଦେଇଛନ୍ତି ଓ କେତେ ଖର୍ଚ୍ଚ କରିଛନ୍ତି ହିସାବ ଦିଅନ୍ତୁ କେନ୍ଦ୍ର ସରକାର ବୋଲି ଦାବି କଲେ ଅରୁଣ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ