Masthead

ଅଙ୍ଗନୱାଡ଼ି କର୍ମୀଙ୍କ ଦରମା ବୃଦ୍ଧି କରାଯାଉ: ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଉଠିଲା ଅଙ୍ଗନୱାଡି ପ୍ରସଙ୍ଗ । ଅଙ୍ଗନୱାଡି ସେଣ୍ଟର ବନ୍ଦ ହେଲା । ରାଜ୍ୟ ସରକାର ନା କେନ୍ଦ୍ର ସରକାର ସହାୟତା କଲେ । କଂଗ୍ରେସ ସରକାର ସମୟରେ ୧୯୭୪ରେ ଅଙ୍ଗନୱାଡି ଆରମ୍ବ ହୋଇଥିଲା । କୋଭିଡ ସମୟରେ ଅଙ୍ଗନୱାଡି ମା’ମାନେ ନିଜ ଜୀବନକୁ ଉତ୍ସର୍ଗ କରି କାମ କରିଥିଲେ । ସେମାନଙ୍କ ଦରମା ବୃଦ୍ଧି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଅନୁରୋଧ କଲେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ସରକାର ହସ୍ତକ୍ଷେପ କରି କରନ୍ତୁ । ବାଚସ୍ପତିଙ୍କ ରୁଲିଂ ଦାବି କଲେ ଜୟପୁର ବିଧାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା