Masthead

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟ ପଦ ରଦ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟ ପଦ ରଦ୍ଦ । ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ ନେଇ ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗତକାଲି ମୋଦି ସରନେମ ବିବାଦରେ ତାଙ୍କୁ ସୁରାଟ କୋର୍ଟ ଜେଲ ଦଣ୍ଡ ଶୁଣାଇ ଥିଲେ । ମାନହାନି ମାମଲାରେ ରାହୁଲଙ୍କ ସଦସ୍ୟତା ପଦ ରଦ୍ଦ ହୋଇଥିବା ସ୍ପଷ୍ଟ ହୋଇଛି । ଗତକାଲି ମାନହାନି ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ୨ ବର୍ଷର ଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ । ତେବେ ରାହୁଲଙ୍କୁ ତୁରନ୍ତ ଜାମିନ ମଧ୍ୟ ମିଳିଯାଇଥିଲା । ତେବେ ୨ ବର୍ଷ ସଜା ହୋଇଥିବାରୁ ରାହୁଲଙ୍କ ସଦସ୍ୟତା ପଦ ରଦ୍ଦ ହୋଇଛି ।

ରାହୁଲ ଗାନ୍ଧୀ ଗତ ୨୦୧୯ ସାଧାରଣ ନିର୍ବାଚନରେ ଏକ ପ୍ରଚାର ସଭାରେ କହିଥିଲେ, ନୀରବ ମୋଦୀ, ଲଳିତ ମୋଦୀ ଓ ନରେନ୍ଦ୍ର ମୋଦୀଙ୍କ ସରନେମ ସମାନ କାହିଁକି? ସବୁ ଚୋରଙ୍କ ସରନେମ କଣ ମୋଦୀ କାହିଁକି ହୋଇଥାଏ? ଏହି ବୟାନକୁ ନେଇ ବିଜେପି ବିଧାୟକ ପୂର୍ଣ୍ଣେଶ ମୋଦୀ ରାହୁଲଙ୍କ ବିରୋଧରେ ମାନହାନି ମୋକଦ୍ଦମା ରୁଜୁ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା