Masthead

ଗଣତନ୍ତ୍ର ସୁରକ୍ଷା ପାଇଁ ଆମେ ଜେଲ ଯିବାକୁ ପ୍ରସ୍ତୁତ ଅଛୁ: ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲଙ୍କ ସଦସ୍ୟ ପଦ ରଦ୍ଦକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ । ସେ କହିଛନ୍ତି ବଜେପି ରାହୁଲଙ୍କ ସାଂସଦ ପଦ ରଦ୍ଦ କରିବା ପାଇଁ ସବୁ ପ୍ରକାର ଉଦ୍ୟମ କରିଛି । ଯେଉଁମାନେ ସତ କହୁଛନ୍ତି, ସେମାନଙ୍କୁ ଜାଣିଶୁଣି ହଇରାଣ କରାଯାଉଛି । କିନ୍ତୁ ଆମେ ସତ କହିବା ଜାରି ରଖିବୁ । ଗଣତନ୍ତ୍ର ସୁରକ୍ଷା ପାଇଁ ଆମେ ଜେଲ ଯିବାକୁ ପ୍ରସ୍ତୁତ ଅଛୁ ବୋଲି କହିଛନ୍ତି ମଲ୍ଲିକାର୍ଜୁନ ଖଡଗେ । ସେପଟେ ସଦସ୍ୟ ପଦ ରଦ୍ଦ ପରେ ରାହୁଲଙ୍କ ଘରେ ପହଞ୍ଚିଥିଲେ ମା ସୋନିଆ ଗାନ୍ଧି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି