Masthead

ଏକଛତ୍ରବାଦୀ ଶାସନ ସମାପ୍ତିର ଆରମ୍ଭ: ଉଦ୍ଧବ ଠାକରେ

ମହାରାଷ୍ଟ୍ର  (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ରଦ୍ଦ ହେବା ପରେ ଉଦ୍ଧବ ଠାକରେ ପ୍ରତିକ୍ରିୟା । କହିଛନ୍ତି ଏହା ପ୍ରତ୍ୟକ୍ଷ ଭାବେ ଗଣତନ୍ତ୍ରର ହତ୍ୟା । ଶୁକ୍ରବାର ରାହୁଲଙ୍କ ସଦସ୍ୟତା ରଦ୍ଦ କରାଯାଇଛି। ଚୋରକୁ ଚୋର କହିବା ଆମ ଦେଶରେ ଏକ ଅପରାଧ ହୋଇସାରିଛି। ଚୋର ଏବଂ ଡକାୟତମାନେ ଏବେ ବି ଖୁଲମ୍‌ଖୁଲ୍ଲା ମୁକ୍ତ ଭାବେ ବୁଲୁଛନ୍ତି କିନ୍ତୁ ରାହୁଲ ଗାନ୍ଧୀଙ୍କୁ ଦଣ୍ଡ ଦିଆଯାଇଛି। ଏହା ଗଣତନ୍ତ୍ରର ସିଧାସଳଖ ହତ୍ୟା ବୋଲି ଉଦ୍ଧବ ଠାକରେ କହିଛନ୍ତି। ଏହା ଏକଛତ୍ରବାଦୀ ଶାସନ ସମାପ୍ତିର ଆରମ୍ଭ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ