Masthead

‘ସଦସ୍ୟତା ରଦ୍ଦ ଏକଛତ୍ରବାଦୀ ଶାସନର ଉଦାହରଣ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାନହାନୀ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ପଦ ରଦ୍ଦକୁ ନେଇ କଂଗ୍ରେସ ବିଜେପିକୁ ଟାର୍ଗେଟ କରିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ କରିବା ଏକଛତ୍ରବାଦୀ ଶାସନର ଅନ୍ୟ ଏକ ଉଦାହରଣ ।

ବିଜେପି ଭୁଲିଯିବା ଉଚିତ୍‌ ନୁହେଁ ଯେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମଧ୍ୟ ସମାନ ପଦ୍ଧତି ଅବଲମ୍ବନ କରିଥିଲେ । ଏହାର ପରିଣାମ ମଧ୍ୟ ସାମ୍ନା କରିବାକୁ ପଡିଥିଲା। ରାହୁଲ ଗାନ୍ଧୀ ଦେଶର ସ୍ୱର। ଭାରତ ଯୋଡୋ ଯାତ୍ରାରେ ରାହୁଲ ଗାନ୍ଧୀ ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ଦୁର୍ନୀତି ଏବଂ ଦେଶରେ ହେଉଥିବା ହିଂସା ପ୍ରସଙ୍ଗ ଉପରେ ନିଜର ସ୍ୱର ଉଠାଇଛନ୍ତି। ସେପଟେ ଜନତା ଅଦାଲତ ଯିବେ ବୋଲି କହିଲେ ଅଶୋକ ଗେହଲଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି