Masthead

ରାହୁଲଙ୍କୁ ସମର୍ଥନ ଜଣାଇ ବିଜେପିକୁ ଟାର୍ଗେଟ କଲେ ମମତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିଜେପିକୁ ଟାର୍ଗେଟ କରିବା ସହିତ ରାହୁଲ ଗାନ୍ଧୀଙ୍କୁ ସମର୍ଥନ କରିଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତା ମମତା ବାନାର୍ଜୀ । ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନୂଆ ଭାରତରେ ବିରୋଧୀ ଦଳର ନେତାଙ୍କୁ ଟାର୍ଗେଟ କରାଯାଉଥିବାବେଳେ ଅପରାଧିକ ପୃଷ୍ଠଭୂମି ଥିବା ବିଜେପି ନେତାମାନଙ୍କୁ କ୍ୟାବିନେଟରେ ଅନ୍ତର୍ଭୁକ୍ତ କରାଯାଇଛି ।

ବିରୋଧୀ ଦଳର ନେତାମାନେ ସେମାନଙ୍କ ଭାଷଣ ପାଇଁ ଲୋକସଭା ସଦସ୍ୟରୁ ଅଯୋଗ୍ୟ ହେଉଛନ୍ତି । ଆଜି ଆମେ ଆମର ସାମ୍ବିଧାନିକ ଗଣତନ୍ତ୍ର ପାଇଁ ଏକ ଖରାପ ସମୟର ସାଖି ରହିଲୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା