Masthead

କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ ବନ୍ଦ ପାଳନ

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ): କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି । ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ । ବନ୍ଦ ଡାକରା ଦେଇଛି ଜିଲ୍ଲା ସଂଘର୍ଷ ସମିତି । କଣ୍ଟାବାଞ୍ଜି କୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ସକାଳ ୬ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି । ଏହି ବନ୍ଦ ଡାକରାରେ ତୁରେକେଲା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକ ସହ କଣ୍ଟାବାଞ୍ଜି ଏନ.ଏ.ସି ର ସମସ୍ତ ସଂଗଠନ ସହଯୋଗ କରୁଥିବା ବେଳେ ଏହି ବନ୍ଦ ଯୋଗୁଁ ସହରର ସମସ୍ତ ଦୋକାନ ବଜାର ସହ ଅଖଚଖ ସବୁ ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ