Masthead

ରାହୁଲଙ୍କୁ ଆମେରିକୀୟ ଏମପିଙ୍କ ସମର୍ଥନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗତକାଲି ରାହୁଲଙ୍କ ସଭ୍ୟପଦ ରଦ୍ଦ ହୋଇଛି । ଏହି ନିଷ୍ପତ୍ତିକୁ ନେଇ କଂଗ୍ରେସ ଓ ବିରୋଧୀ ଦଳର ସମସ୍ତ ନେତା ବିରୋଧ କରିଛନ୍ତି। ବର୍ତ୍ତମାନ ଲୋକ ସଭା ସଦସ୍ୟତା ରଦ୍ଦ ପ୍ରସଙ୍ଗରେ ରାହୁଲ ଗାନ୍ଧୀଙ୍କୁ ଆମେରିକୀୟ ଏମ୍‌ପି ରୋ ଖାନ୍ନାଙ୍କ ସମର୍ଥନ ମଧ୍ୟ ମିଳିଛି। ସେ ଏହି ନିଷ୍ପତ୍ତିକୁ ଗାନ୍ଧୀବାଦି ଦର୍ଶନ ଏବଂ ଭାରତର ଗଭୀର ମୂଲ୍ୟବୋଧକର ବିଶ୍ୱାସଘାତକତା ବୋଲି କହିଛନ୍ତି। ଏଥିସହ ଏହି ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଆମେରିକୀୟ ଏମ୍‌ପି ରୋ ଖାନ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାବି କରିଛନ୍ତି। ମାର୍ଚ୍ଚ ୨୩ରେ ରାହୁଲ ଗାନ୍ଧୀଙ୍କୁ ସୁରଟ କୋର୍ଟ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା