Masthead

ବାର ଆସୋସିଏସନର ନିର୍ବାଚନ, ଚାଲିଛି ଭୋଟ ଗ୍ରହଣ

କଟକ(ବଡ଼ ଖବର ବ୍ୟୁରୋ): ହାଇକୋର୍ଟ ବାର ଆସୋସିଏସନର ନିର୍ବାଚନ । ସକାଳ ୮ରୁ ଆରମ୍ଭ ହୋଇଛି ଭୋଟ ଗ୍ରହଣ । ଚଳ ଚଞ୍ଚଳ ହୋଇଛି ହାଇକୋର୍ଟ ପରିସର । ଭୋଟର ମାନଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତ ପ୍ରାର୍ଥୀ ନିଜ ସମର୍ଥକ ମାନଙ୍କ ସହିତ ପ୍ରସ୍ତୁତ । ଗ୍ରୀଷ୍ମ ତାପ ଠାରୁ ରକ୍ଷା ପାଇବା ପାଇଁ ସମସ୍ତ ପ୍ରାର୍ଥୀ ମାନେ ଷ୍ଟଲ୍ ମାନ ପ୍ରସ୍ତୁତ କରିବା ସହିତ ପାନୀୟ ଜଳ ଯୋଗାଇ ଦେଉଛନ୍ତି। ଦିବ୍ୟାଙ୍ଗ ମାନଙ୍କ ପାଇଁ ହ୍ୱିଲ ଚେୟାର ବ୍ୟବସ୍ଥା କରା ଯାଇଛି ।

ୱାନ ବାର ୱାନ ଭୋଟ ନିୟମ ଅନୁଯାୟୀ ରାଜ୍ୟର ମୋଟ ୧୫୩ଟି ବାର ଆସୋସିଏସନର ଗୋଟିଏ ଦିନରେ ଭୋଟ ଗ୍ରହଣ କରାଯାଉଛି । ରାଜ୍ୟବ୍ୟାପୀ ମୋଟ ୩୩ ହଜାର ୪୩୪ ଜଣ ଆଇନଜୀବୀ ନିଜ ନିଜ ବାରଆସୋସିଏସନ ନେତୃତ୍ତ୍ୱଙ୍କୁ ନିର୍ବାଚିତ କରିବେ। ହାଇକୋର୍ଟ ବାର ଆସୋସିଏସନର ସଭାପତି, ସମ୍ପାଦକ ଏବଂ ୯ ଗୋଟି ଏକ୍‌ଜିକ୍ୟୁଟିଭ କମିଟି ସଦସ୍ୟ ପଦ ସମେତ ମୋଟ ୧୫ଟି ପଦବୀ ପାଇଁ ନିର୍ବାଚନ ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼