Masthead

୨୪ ଘଣ୍ଟାରେ ୧୫୯୦ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ମୁଣ୍ଡ ଟେକିଲାଣି କରୋନା । ୧୪୬ ଦିନ ପରେ ଆଜି ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୧,୫୯୦ ହୋଇଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୦୦୦ ଟପିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ୨୪ ଘଣ୍ଟା ମଧ୍ୟରେ ୧,୫୯୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୨,୨୫୭ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୬ଜଣଙ୍କ ମୃତ୍ୟୁ ହୋଇଥିବାବେଳ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୨୪କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ