ସିସୋଦିଆଙ୍କ ଜାମିନ ଆବେଦନ ସ୍ଥଗିତ, ଏପ୍ରିଲ ୫ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ସ୍ଥଗିତ । ଏପ୍ରିଲ ୫ ଯାଏଁ ଜେଲରେ ରହିବେ ସିସୋଦିଆ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଇଡିର ନ୍ୟାୟିକ ହେପାଜତରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶନିବାର ସ୍ଥଗିତ ରଖାଯାଇଛି। ତେବେ ତାଙ୍କ ଜାମିନ ଆବେଦନ ଉପରେ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୫ରେ ହେବ। ସିସୋଦିଆଙ୍କ ଓକିଲ କହିଛନ୍ତି ଯେ ସେ ଏ ପର୍ଯ୍ୟନ୍ତ ଇଡିର ଉତ୍ତର କପି ପାଇନାହାଁନ୍ତି । ତାଙ୍କ ଉତ୍ତର ଦାଖଲ କରିବାକୁ ଅଧିକ ସମୟ ଦରକାର। ଓକିଲଙ୍କ ଏହି ଯୁକ୍ତି ପରେ କୋର୍ଟ ଶୁଣାଣି ପରବର୍ତ୍ତୀ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ