Masthead

ସଦସ୍ୟତା ରଦ୍ଦକୁ ବିରୋଧ କରି ସୁପ୍ରିମକୋର୍ଟରେ ପିଟିସନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କ ସଦସ୍ୟତା ରଦ୍ଦକୁ ବିରୋଧ କରି ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରାଯାଇଛି । ରାହୁଲ ଗାନ୍ଧିଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶର ଗୋଟିଏ ଦିନ ପରେ ରାହୁଲଙ୍କ ସଦସ୍ୟତା ପଦ ରଦ୍ଦ କରାଯାଇଛି। ତେବେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ହେବା ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। କେରଳର ବାସିନ୍ଦା ଆଭା ମୁରଲିଧରନ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ଏହି ପିଟିସନରେ ମହିଳା ଦାବି କରିଛନ୍ତି ଯେ ଜନପ୍ରତିନିଧିତ୍ୱ ଅଧିନିୟମର ଧାରା ୮ (୩)କୁ ଅସାମ୍ବିଧାନିକ ଘୋଷିତ କରାଯାଉ ବୋଲି ସେ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ