Masthead

ପଶ୍ଚିମାଝଡ଼ ପ୍ରଭାବରେ ଭିଜିବ ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମାଝଡ଼ ପ୍ରଭାବରେ ଭିଜିବ ସାରା ଓଡ଼ିଶା । ଆଜିଠୁ ଦୁଇ ଦିନ ରାଜ୍ୟରେ ଘଡ଼ ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ । ଆଜି ଏବଂ ଆସନ୍ତାକାଲି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶାରେ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଳକନ କରାଯାଇଛି । ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୁରଭଞ୍ଜ, ଗଜପତି, ରାୟଗଡା ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେବେ କାଲିଠୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ଏଥିପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲି କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହେବ । ସେହିଭଳି କୁଆପଥର ବୃଷ୍ଟି ନେଇ ୪ଟି ଜିଲ୍ଲା ବାଲେଶ୍ବର, ମୟୁରଭଞ୍ଜ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ୨୮ ତାରିଖରେ କାଳବୈଶାଖୀ ବର୍ଷା ନେଇ ଉତ୍ତର ଉପକୂଳ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା