Masthead

ନୂଆପଡ଼ା ପରେ କେନ୍ଦୁଝରରେ ବାଘ ଆତଙ୍କ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ପରେ ଏବେ କେନ୍ଦୁଝରରେ ବାଘ ଆତଙ୍କ । ପୁଣି ମଇଁଷି ଶିକାର କଲା ମହାବଳ । କେନ୍ଦୁଝର ଜିଲ୍ଲା ବନଖଣ୍ଡ ଅଧିନସ୍ଥ ଘଟଗାଁ ମୁର୍ଗାପାହାଡ ଗାଁ ନିକଟବର୍ତ୍ତୀ ଜଙ୍ଗଲରେ ଏକାଥରକେ ୪ମଇଁଷିକୁ ମାରିବା ସହିତ ଗୋଟିଏକୁ ଖାଇଛି ମହାବଳ । ଖବର ପାଇ ବନ ବିଭାଗ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛି । ସେପଟେ ଗ୍ରାମବାସୀମାନେ ଗୃହପାଳିତ ପଶୁଙ୍କର ସୁରକ୍ଷା ଜଙ୍ଗଲ ସୀମାନ୍ତରେ ଟ୍ରେଂଚ ଖୋଳିବାକୁ ଦାବି କରିଛନ୍ତି । ତେବେ ଏକାଥରକେ ୫ ମଇଁଷିକୁ ଶିକାର କରିଥିବା ଯୋଗୁଁ ଜଙ୍ଗଲରେ ଏକାଧିକ ବାଘଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ