Masthead

ଅମୃତପାଲ ଏବେ ନେପାଳରେ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏବେ ବି ଫେରାର ରହିଛି ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ । ଅମୃତପାଲଙ୍କୁ ଧରିବା ପାଇଁ ଫୋଲିସ ତାର ଅଭିଯାନ ଜାରି ରଖିଛି । କିନ୍ତୁ ଏହାରି ଭିତରେ ଆସିଛଇ ଏକ ବଡ଼ଖବର । ଉତ୍ତରପ୍ରଦେଶର ଲଖିମପୁର ଖେରୀ ରାସ୍ତା ଦେଇ ନେପାଳ ଖସିଯାଇଛି ଖଲିସ୍ତାନୀ ଅମୃତପାଲ ସିଂହ । ପଞ୍ଜାବ, ହରିୟାଣା, ଦିଲ୍ଲୀ, ଉତ୍ତରାଖଣ୍ଡ ପରେ ଏବେ ନେପାଳରେ ଅମୃତପାଲ ସିଂହକୁ ଖୋଜୁଛି ପୋଲିସ । ୨୦ ମାର୍ଚ୍ଚରେ ଅମୃତପାଲ ହରିୟାଣାରେ ଥିବା ସ୍ପଷ୍ଟ ହୋଇଥିଲା । ପରେ ପରେ ୨୩ ମାର୍ଚ୍ଚରେ ଲଖିମପୁରରେ ମଧ୍ୟ ଅମୃତପାଲ ଟୋପି ପିନ୍ଧି ବୁଲୁଥିବା ଫଟୋ ଭାଇରାଲ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର