Masthead

ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ । ଏହି ସତ୍ୟାଗ୍ରହରେ ସଭାପତି ମଲ୍ଲକାର୍ଜୁନ ଖଡଗେ ଓ ପ୍ରିୟଙ୍କାଙ୍କ ସହ ଯୋଗଦେଲେ ଅନେକ ନେତା । ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପରେ କଂଗ୍ରେସ ବିରୋଧ ପ୍ରଦର୍ଶନ ଜୋରଦାର କରିଛି । ସବୁ ଆଞ୍ଚଳିକ ଦଳ ଏକାଠି ହୋଇ କେନ୍ଦ୍ରର ଏକଛତ୍ରବାଦୀ ଶାସନକୁ ବିରୋଧ କରିବା ପାଇଁ କଂଗ୍ରେସ ଅପିଲ କରିଛି । ସତ୍ୟ ପାଇଁ ଲଢ଼େଇ ଜୋରଦାର କରିବାକୁ ଆହ୍ବାନ ଦିଆଯାଇଛି ।

ସବୁ ରାଜ୍ୟର ଜିଲ୍ଲା ମୁଖ୍ୟାଳୟରେ କଂଗ୍ରେସ ସତ୍ୟାଗ୍ରହ କରିବ । ସେପଟେ ସାରା ଦେଶରେ କଳା ଦିବସ ପାଳନ କରିଛି କଂଗ୍ରେସ । ଅନ୍ୟପଟେ ଦିଲ୍ଲୀରେ ହେବାକୁ ଥିବା ସତ୍ୟାଗ୍ରହ ପାଇଁ ପୋଲିସ ଅନୁମତି ଦେଇନାହିଁ । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଆଶଙ୍କା କରି ପୋଲିସ ପକ୍ଷରୁ ଏହି ପଦକ୍ଷପ ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ