ଝାରସୁଗୁଡ଼ା ସହରରେ ହାତୀପଲ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ସହର ଭିତରେ ବୁଲୁଛନ୍ତି ହାତୀପଲ । ଝାରସୁଗୁଡ଼ା ସହରରେ ଶନିବାର ବିଳମ୍ବିତ ରାତିରେ ହାତୀପଲ ବୁଲୁଥିବା ଦେଖିବାକୁ ମିଳିଛି । ଏତେ ସଂଖ୍ୟକ ହାତୀପଲଙ୍କୁ ଦେଖି ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ସହରର ମୁଙ୍ଗାପଡା ଅଞ୍ଚଳରେ ପ୍ରବେଶ କରିବା ପରେ ମଙ୍ଗଳ ବଜାର ଅଞ୍ଚଳରେ ଯାଉଥିବା ଦେଖିବାକୁ ମିଳିଛି । ସହର ଭିତରେ ହାତୀକୁ ଦେଖି ଝାରସୁଗୁଡା ପୋଲିସ ଓ ସ୍ଥାନୀୟ ଲୋକେ ବନବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି ହାତୀ ପଲକୁ ଘଉଡାଇଥିଲେ । ଏହି ହାତୀପଲ ନିକଟରେ ଥିବା ଜଙ୍ଗଲକୁ ପଳାଇଯାଇଥିବା ଝାରସୁଗୁଡ଼ା ବନଖଣ୍ଡ ରେଞ୍ଜର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!