Masthead

ରକ୍ତ ସମ୍ପର୍କରେ ଛିଟା, ମାଆକୁ ହତ୍ୟା କଲା ପୁଅ

ଅତାବିରା (ବଡ଼ ଖବର ବ୍ୟୁରୋ): ରକ୍ତ ସମ୍ପର୍କରେ ଛିଟା । ଜନ୍ମ କଲା ମାଆଙ୍କୁ ପିଟି ପିଟି ହତ୍ୟା କଲା ପୁଅ । ଏହି ଲୋମହର୍ଷଣକାରୀ ଦୃଶ୍ୟ ଦେଖିବାକୁ ମିଳିଛି ବରଗଡ ସଦର ଥାନା ପିପିଲିପାଲି ଗାଁରେ । ଗତକାଲି ରାତିରେ ଘଟିଛି ଅଭାବନୀୟ ଘଟଣା । ଜନ୍ମ କଲା ମାଆ ଙ୍କୁ ପିଟି ପିଟି ହତ୍ୟା କରିଛି ପୁଅ । ଅଭିଯୁକ୍ତ ହେଲେ କାର୍ତ୍ତିକ ଭୁଏ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କାର୍ତ୍ତିକକୁଅଟକ ରଖି ଅଧିକ ପଚରାଉଚୁରା କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା