Masthead

ଗୋ-ଖାଦ୍ୟ କଣ୍ଟେନରରେ ଗଞ୍ଜେଇ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ଗୋଖାଦ୍ୟ ବୋଝେଇ କଣ୍ଟେନରରୁ ବିପୁଳ ପରିମାଣର ଗଞ୍ଜେଇ ଜବତା ମାଲକାନଗରିରୁ ଜୟପୁର ଯାଉଥିବା ଏକ କଣ୍ଟେନରରୁ ଚମ୍ପାଖାରୀ ଚେକ ପୋଷ୍ଟ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । କଣ୍ଟେନରଟି ଦ୍ରୁତ ଗତିରେ ଯାଉଥିବାବେଳେ ମାଲକାନଗିରି ପୋଲିସ ସନ୍ଦେହ କରି ଯାଞ୍ଚ କରିଥିଲା । ସେଥିରୁ ୩ ରୁ ୪ କ୍ଵିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଗଞ୍ଜେଇର ଆନୁମାନିକ ମୂଲ୍ୟ ୩୦ ଲକ୍ଷରୁ ଅଧିକ ହେବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା