Masthead

ଟୁଇଟର ପ୍ରୋଫାଇଲ ବାୟୋ ବଦଳାଇଛନ୍ତି ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ସଂସଦ ସଦସ୍ୟତା ଛାଡିବା ପରେ ତାଙ୍କ ଟୁଇଟର ଆକାଉଣ୍ଟର ବାୟୋ ବଦଳାଇଛନ୍ତି । ରାହୁଲ ‘ଅଯୋଗ୍ୟ ଏମ୍‌ପି’ ଲେଖି ନିଜ ଟୁଇଟର ଆକାଉଣ୍ଟର ବାୟୋ ପରିବର୍ତ୍ତନ କରିଛନ୍ତି। ଏବେ ରାହୁଲ ନିଜ ବାୟୋରେ ‘ଡିସକ୍ୱାଲିଫାଏ ଏମ୍ପି’ ବା ‘ଅଯୋଗ୍ୟ ସାଂସଦ’ ଲେଖିଛନ୍ତି ।

୪ ବର୍ଷ ତଳରେ ବିବାଦୀୟ ବୟାନ ଦେଇଥିବା ରାହୁଲଙ୍କୁ ଗୁରୁବାର ସୁରତ ସେସନ୍ସ କୋର୍ଟ ୨ ବର୍ଷର ଜେଲ ଦଣ୍ଡାଦେଶ ଦେଇଥିଲେ । ବାସ୍ତବରେ ଏହା ରାହୁଲଙ୍କ ଟୁଇଟର ଆକାଉଣ୍ଟରେ ଲେଖାଯାଇଛି ଯେ ଏହା ଭାରତୀୟ ଜାତୀୟ କଂଗ୍ରେସର ସଦସ୍ୟ ଥିବା ରାହୁଲ ଗାନ୍ଧୀଙ୍କ ଅଧିକାରୀକ ଆକାଉଣ୍ଟ । ଯାହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼