Masthead

କେନ୍ଦ୍ରମନ୍ତ୍ରୀଙ୍କୁ କଳାପତାକା

ବରୀ (ବଡ଼ ଖବର ବ୍ୟୁରୋ):  କେନ୍ଦ୍ରମନ୍ତ୍ରୀଙ୍କୁ ବରୀ ଯୁବ କଂଗ୍ରେସର କଳା ପତାକା ପଦର୍ଶନ। ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କ ବରୀ ଗସ୍ତ ସମୟରେ ବରୀ ଯୁବ କଂଗ୍ରେସର ଅମରେଶ ପରିଡ଼ାଙ୍କ ସହ କିଛି ଯୁବକ ବରୀ ବରୁଆଁ ମୁଖ୍ୟ ରାସ୍ତା ଗାନ୍ଧୀଛକ ନିକଟରେ କଳା ପତାକା ଦେଖାଇଥିବାର ଦୃଶ୍ୟ ଦେଖିବାକୁ ମିଳିଛି।

ପୋଲିସର କଡା ନଜର ପରେ ମଧ୍ୟ ପୋଲିସ ଆଖିରେ ଧୂଳି ଦେଇ ଯୁବ କଂଗ୍ରେସ କଳା ପତାକା ଦେଖାଇବା ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଦୁଇ ଦିନିଆ ଯାଜପୁର ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ  ଅର୍ଜୁନ ମୁଣ୍ଡାଙ୍କ ଆଜି ଥିଲା ବରୀ ନିର୍ବାଚନ ମଣ୍ଡଳୀ ଗସ୍ତ। କଳା ପତାକା ଦେଖାଉଥିବା ଯୁବକଙ୍କୁ କାବୁ କରିବାକୁ ପୋଲିସ ଯାଇଥିଲେ ମଧ୍ୟ କଂଗ୍ରେସକର୍ମୀମାନେ ଦୌଡ଼ି ପଳାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ