Masthead

ସଲମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଗିରଫ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):ବଲିଉଡ୍‌ ଅଭିନେତା ସଲମାନଙ୍କୁ ହତ୍ୟା ଧମକ । ଯାହାୁ ନେଇ ମୁମ୍ବାଇ ପୋଲିସ ବଡ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ଅଭିଯୁକ୍ତ ଧାକଡ ରାମ ବିଷ୍ଣୋଇଙ୍କୁ ଯୋଧପୁରରୁ ପୋଲିସ ଗିରଫ କରିଛି। ମୁମ୍ବାଇ ଏବଂ ଲୁନି ପୋଲିସ ମିଳିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଗିରଫ ପରେ ପୋଲିସ ରୋହିଚା କଳା ବାସିନ୍ଦା ଧାକାଡ ରାମଙ୍କୁ ମୁମ୍ବାଇ ନେଇଛି।

ତାଙ୍କ ନାଁରେ ପଞ୍ଜାବ ଗାୟକ ସିଦ୍ଧୁ ମୁସେୱାଲାଙ୍କ ପିତାଙ୍କୁ ଧମକ ମଧ୍ୟ ଅଭିଯୋଗ ରହିଛି। ଏନେଇ ସଲମାନ ଖାନ ଓ ତାଙ୍କ ପରିବାର ଲୋକେ ମୁମ୍ବାଇର ବାନ୍ଦ୍ରା ଥାନାରେ ଅଭିଯୋଗ କରିଥିଲେ । ଅଭିଯୁକ୍ତ ୨୧ ବର୍ଷିୟ ଧାକଡ ରାମକୁ ଗିରଫ କରିବା ପରେ ପୋଲିସ ତାକୁ ମୁମ୍ବାଇ ଆଣିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି