Masthead

ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିମି ରହିବ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୩ଟି ଜିଲ୍ଲାରେ ଝଡ଼ ବର୍ଷା ହେବ । ଏହି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ରାଜଧାନୀ ସମେତ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼