Masthead

ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ଋଷର ବଡ଼ ଚାଲେଞ୍ଜ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ):  ଏବେବି ଋଷିଆ-ୟୁକ୍ରେନରେ ଯୁଦ୍ଧ ଜାରି ରହିଛି । ଏହି ଯୁଦ୍ଧ ଆହୁରି ଲମ୍ବା ଚାଲିବ । ଗୋଟେ ପଟେ ଏହି ଯୁଦ୍ଧକୁ ବନ୍ଦ କରିବା ପାଇଁ ବିଶ୍ୱସ୍ତରରେ ଅପିଲ କରାଯାଉଛି । କିନ୍ତୁ ଅନ୍ୟପଟେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆହୁରି ୪ ଲକ୍ଷ ସୈନ୍ୟଙ୍କୁ ନିୟୋଜିତ କରିବାକୁ ଯାଉଛନ୍ତି । ଏମାନଙ୍କୁ କଣ୍ଟ୍ରାକଚୁଆଲ ନିଯୁକ୍ତି ଦେବାକୁ ଋଷ ଯୋଜନା କରିଛି । ସେପଟେ ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ଋଷର ବଡ଼ ଚାଲେଞ୍ଜ ।

ପଡ଼ୋଶୀ ବେଲାଋଷରେ ଆଣବିକ ଅସ୍ତ୍ର ମୁତୟନ କରିବାକୁ ଘୋଷଣା କରିଛନ୍ତି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ୧୯୯୦ ପରଠାରୁ ପ୍ରଥମ ଥର ଲାଗି ଦେଶବାହାରେ ସାମରିକ ଅସ୍ତ୍ର ମୁତୟନ କରିବାକୁ ଯୋଜନା କରିଛି ଋଷ । ୧୯୯୦ ଦଶକରେ ସୋଭିଏତ ୟୁନିଅନର ବିଭାଜନ ପରଠାରୁ ବେଲାଋଷ ସର୍ବଦା ଋଷର ପକ୍ଷ ନେଇଆସିଛି । ଋଷକୁ ବିଭିନ୍ନ ସହାୟତା ଦେଇଆସୁଛନ୍ତି ବେଲାଋଷ ରାଷ୍ଟ୍ରପତି ଆଲେକଜାଣ୍ଡାର ଲୁକାସେଙ୍କୋ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ