Masthead

ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଆପ୍ ବିଧାୟକ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ମଡେଲ ଟାଉନର ଆପ୍ ବିଧାୟକ ଅଖିଳେଶ ପତି ତ୍ରୀପାଠି ହୋଇଛନ୍ତି ଦୋଷୀ ସାବସ୍ତ୍ୟ । ୨୦୨୦ରେ ଜଣେ ଛାତ୍ରଙ୍କୁ ମାରଧର କରିବା ଘଟଣାରେ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ଆସନ୍ତା ଏପ୍ରିଲ ୧୩ରେ ବିଧାୟକଙ୍କ ବିରୋଧରେ ଦଣ୍ଡାଦେଶ କରିବେ କୋର୍ଟ । ଆଇପିସି ଧାରା ୩୨୩ ଅନୁସାରେ ବିଧାୟକଙ୍କୁ ଦୋଷୀ ସାବ୍ୟସ୍ଥ କରିଛନ୍ତି କୋର୍ଟ ।

ସୂଚନା ଅନୁସାରେ ୨୦୨୦ ଫେବ୍ରୁଆରୀ ୭ରେ ଅଭିଯୋଗକାରୀ ସଞ୍ଜୀବ କୁମାରଙ୍କୁ ରାତିରେ ରାସ୍ତାରେ ଅଟକାଇ ନିର୍ଧୁମ ପିଟିଥିଲେ ବୋଲି ଅଭିଯୋଗ ହୋଇଥିଲା । ତାପରଦିନ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହୋଇଥିଲା । ସଞ୍ଜୀବଙ୍କ ବାପା ନିର୍ଦ୍ଦିଷ୍ଟ ଦଳକୁ ସମର୍ଥନ କରୁଥିବାରୁ ତାଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା । ଏହି ମାମଲାର ଶୁଣାଣି କରି କୋର୍ଟ ରାୟ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର