Masthead

ଅମୃତପାଲଙ୍କୁ ଖୋଜୁଛି ୯ ରାଜ୍ୟର ପୋଲିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅମୃତପାଲଙ୍କୁ ଧରିବାରେ ଏବେ ବି ସକ୍ଷମ ହୋଇନାହିଁ ପୋଲିସ । ଅମୃତପାଲଙ୍କୁ ଧରିବାକୁ ପାଲିସ ୯ ରାଜ୍ୟରେ ତଲାସି ଅଭିଯାନ ଜାରି ରଖିଛି । ଉତ୍ତରାଖଣ୍ଡରୁ ଉତ୍ତର ପ୍ରଦେଶ, ନେପାଳ ବର୍ଡର ଉପରେ ପୋଲିସ ଅମୃତପାଲଙ୍କ ପୋଷ୍ଟର ଲଗାଇ ସମ୍ପୂର୍ଣ୍ଣ ଭାବେ ଆଲର୍ଟ ମୋଡରେ ରହିଛି ।

ଅମୃତପାଲଙ୍କ ତଲାସି ଅଭିଯାନକୁ ନେଇ ଜଣେ ପୋଲିସ ଅଧିକାରୀ କହିଛନ୍ତି, ପଞ୍ଜାବ ପୋଲିସ ଓ ଗୁଇନ୍ଦା ଏଜେନ୍ସିରୁ ମିଳିଥିବା ସୂଚନା ପରେ ନେପାଳକୁ ଲାଗିଥିବା ସୀମା ଓ ଉତ୍ତର ପ୍ରଦେଶର ଜିଲାରେ ସର୍ଚ୍ଚ ଅପରେଶନ ଜାରି ରହିଛି । ସେ କହିଛନ୍ତି, ଧାର୍ମିକସ୍ଥଳରେ ପୋଲିସ କଡା ନଜର ରଖିଛି ଓ ଏହାସହ ସରକାରୀ ଯାନର ତଲାସି ବି ନିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ