Masthead

୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆଜି ୧୨ ଘଣ୍ଟିଆ ଭଞ୍ଜନଗର ବନ୍ଦ । ଘୁମୁସର ଜିଲ୍ଲା ଦାବିରେ ବନ୍ଦ ଡାକରା ଦେଇଛନ୍ତି ଘୁମୁସର କ୍ରିୟାନୁଷ୍ଠାନ କମିଟି । ବନ୍ଦକୁ ସମର୍ଥନ କରିଛନ୍ତି ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀ,ସାମ୍ବାଦିକ ଓ ଅନେକ ସଙ୍ଗଠନ। ବନ୍ଦ ଯୋଗୁଁ ଗାଡି ମଟର ଚଳାଚଳ ବନ୍ଦ ସହିତ ଦୋକାନ ବଜାର ବନ୍ଦ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା