Masthead

ମୁଁ ଚୋର ହୋଇପାରେ, କିନ୍ତୁ ମମତା ବାନାର୍ଜୀ ଭଗବାନଙ୍କ ପରି: ଶୋଭନଦେବ ଚଟ୍ଟୋପାଧ୍ୟାୟ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଲେ ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ । ପଶ୍ଚିମବଙ୍ଗ ସରକାରର ମନ୍ତ୍ରୀ ଶୋଭନଦେବ ଚଟ୍ଟୋପାଧ୍ୟାୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ଭଗବାନ’ ଆଖ୍ୟା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କୌଣସି ଭୁଲ କରିପାରିବେ ନାହିଁ କାରଣ ସେ ଭଗବାନଙ୍କ ପରି ଅଟନ୍ତି। ମୁଁ ଜଣେ ଚୋର ହୋଇପାରେ, କିନ୍ତୁ ମମତା ବାନାର୍ଜୀ ନୁହଁନ୍ତି।

ଶୋଭନଦେବ ଉତ୍ତର ୨୪ ପ୍ରଗଣା ଜିଲାର ଖାରଦାଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଏହି ମନ୍ତବ୍ୟ ଦେଇଛନ୍ତି। ଶୋଭନଦେବଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଚର୍ଚ୍ଚା ହୋଇଛି। ଏହା ଉପରେ ପ୍ରତିକ୍ରିୟା ରଖି ଭାଜପା କହିଛି, ଟିଏମସି ନେତାଙ୍କ ମଧ୍ୟରେ ନିରାଶା ଭାବ ସୃଷ୍ଟି ହୋଇଛି। ସେଥିପାଇଁ ସେମାନେ ଏପରି ବିବୃତ୍ତି ଦେଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ