Masthead

ଚିନ୍ତା ବଢାଇଲାଣି ସଂକ୍ରମଣ, ସନ୍ଧ୍ୟାରେ ବସିବ ସମୀକ୍ଷା ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ଚିନ୍ତା ବଢାଇଲାଣି କୋଭିଡ ସଂକ୍ରମଣ । ସନ୍ଧ୍ୟାରେ ବସିବ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ସମୀକ୍ଷା ବୈଠକ । ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ କରିବେ ବୈଠକ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ । ଏପ୍ରିଲ ୧୦-୧୧ ପାଇଁ ଏକ ଦେଶବ୍ୟାପୀ ମକ୍ ଡ୍ରିଲ୍ ଯୋଜନା କରାଯାଇଛି । ଆଜି ବୈଠକରେ ମକ୍-ଡ୍ରିଲର ସବିଶେଷ ତଥ୍ୟ ଜଣାଯିବ । ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ କରୋନା ପ୍ରସଙ୍ଗରେ ବୈଠକ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା