Masthead

ପରମ୍ପରାକୁ ଜଳାଞ୍ଜଳି ଦେଇ ରାହୁଲ ଗାନ୍ଧିଙ୍କ ସଭ୍ୟପଦ ରଦ୍ଦ କରାଯାଇଛି: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗ। କଳା ଡ୍ରେସ ପିନ୍ଧି କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ପ୍ରତିବାଦ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା । କହିଛନ୍ତି ଗଣତନ୍ତ୍ରକୁ ହତ୍ୟା କରାଯାଇଛି। ପରମ୍ପରାକୁ ଜଳାଞ୍ଜଳି ଦେଇ ରାହୁଲ ଗାନ୍ଧିଙ୍କ ସଭ୍ୟପଦ ରଦ୍ଦ କରାଯାଇଛି। ସୁଚିନ୍ତିତ ଭାବେ ଏପରି କରାଯାଇଛି।

ଏହା ପ୍ରତିବାଦରେ କଳା ଡ୍ରେସ୍ ପିନ୍ଧି ପ୍ରତିବାଦ କରିଛି କଂଗ୍ରେସ। ଦେଶରେ ଗଣତନ୍ତ୍ର ନଥିବାରୁ ଗୃହ ଅଚଳ କରାଯାଇଛି। ପ୍ରଥମେ ଗଣତନ୍ତ୍ରକୁ ସୁରକ୍ଷା ଦିଆଯାଉ। ସମ୍ବିଧାନକୁ ବେଖାତିର କରାଗଲେ ବିଧାନସଭା ଓ ସାଂସଦ ଅସ୍ଥିତ୍ଵ ହରାଇବ। ପ୍ରଥମେ ଗଣତନ୍ତ୍ରର ପୁନଃପ୍ରତିଷ୍ଠା, ସମ୍ବିଧାନକୁ ସମ୍ମାନ ଦେଇ କାମ କରିବାକୁ ଦାବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର