Masthead

କଂଗ୍ରେସ-ବିଜେପି ପରସ୍ପରକୁ ତାଳିମାରି ଉସକାଉଛନ୍ତି: ଅରୁଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧି ପ୍ରସଙ୍ଗକୁ ନେଇ ଗୃହରେ ଝଡ଼ ଦେଖିବାକୁ ମିଳିଛି । ପିସିସି ସଭାପତି ଶରତ ପଟ୍ଟନାୟକ ରାହୁଲଙ୍କ ପ୍ରସଙ୍ଗରେ ପ୍ରଶ୍ନ କରିଥିଲେ । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୁହଁ ନ ଖୋଲିବା ନେଇ ଉତ୍ତର ରଖିଛି ବିଜେପି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ବିଧାନସଭାରେ କଂଗ୍ରେସ ଗଣ୍ଡଗୋଳ କରିବ ଆଉ ଗୃହ ଚାରିଟା ପର୍ଯ୍ୟନ୍ତ ମୁଲତବି ହୋଇଯିବ । କିଏ ଏକ କିଏ ଦୁଇ ବୁଝାପଡୁନି । ଗତ ବିଧାନସଭା ନିର୍ବାଚନରେ କଂଗ୍ରେସ ଠିକ ଭାବେ ଲଢ଼ିଥିଲେ ବିଜେପି ଜିତିଥାନ୍ତା ।

ସେପଟେ ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି, ନିଜସ୍ୱ ଢଙ୍ଗରେ କିଏ କାହା ମତ ରଖିବ, ସେଥିରେ ସମସ୍ତଙ୍କ ଅଧିକାର ଅଛି. ହେଲେ ମାସେ ହେଲା ବିଧାନସଭାରେ ହାତ ମିଶାଇ ପ୍ରସଙ୍ଗ ଉଠାଉଛନ୍ତି କଂଗ୍ରେସ ଓ ବିଜେପି । ପରସ୍ପରକୁ ତାଳି ମାରି ଉସକାଉଛନ୍ତି । ଉଭୟଙ୍କ ଭିତରେ ନିବିଡ଼ ସମ୍ପର୍କ ରହିଛି ବୋଲି କହିଛନ୍ତି ଅରୁଣ । ଗୃହରେ କୋଳାକୋଳି ହେଉଛନ୍ତି । ମିଳିମିଶି ବିଧାନସଭା ବନ୍ଦ କରୁଛନ୍ତି । ନିଜ ଢଙ୍ଗରେ ପ୍ରତିବାଦ କରନ୍ତୁ । ହେଲେ ଗୃହ ଚାଲିବାକୁ ଦିଅନ୍ତୁ ବୋଲି ଅରୁଣ ସାହୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା