Masthead

ସରକାର ବିରୋଧରେ ଲଢ଼େଇ ଜୋରଦାର ହେବ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ବିଜେପି । ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । କହିଛନ୍ତି, ସରକାର ବିରୋଧରେ ଲଢ଼େଇ ହେବ ଜୋରଦାର । ବିଜେଡି କ’ଣ ମଜବୁତ ଅଛି ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ ମିଶ୍ର । ବିଜେଡି ପାଖରେ ନାହିଁ ଲୋକବଳ, କେବଳ ଅଛି ଅର୍ଥବଳ, ବାହୁବଳ ରହିଛି । ଏଥର ଲଢ଼େଇ ଜୋରଦାର ହେବ । ଚାର୍ଜସିଟ୍ ଆସିବ, ପଂଚାୟତଠୁ ଆରମ୍ଭ କରି ସଚିବାଳୟ ଆନ୍ଦୋଳନ ଜୋରଦାର ହେବ । ଚାଷୀ, ଆଇନ ଶୃଙ୍ଖଳା, ସୁପର ଚିଫ ମିନିଷ୍ଟର, ଓବିସିକୁ ପ୍ରସଙ୍ଗ କରି ଲୋକଙ୍କ ପାଖକୁ ଯିବ ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି