Masthead

 ତୃତୀୟ ଦିନରେ ଆଉଟ ସୋସିଂ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତୃତୀୟ ଦିନରେ ଆଉଟ ସୋସିଂ କର୍ମଚାରୀଙ୍କ ଧାରଣା । ପ୍ରଚଣ୍ଡ ଖରାରେ ଧାରଣା ଦେଇଛନ୍ତି ହଜାର ହଜାର ଆଉଟ ସୋସିଂ କର୍ମଚାରୀ । ରାଜଧାନୀରେ ଆନ୍ଦୋଳନରେ ବସିଛନ୍ତି ଆଉଟସୋର୍ସିଂ କର୍ମଚାରୀ । ଶନିବାରଠୁ ଆନ୍ଦୋଳନରେ ବସିଛନ୍ତି । ହେଲେ ଏଯାଏଁ ତାଙ୍କର ଦାବି ପୂରଣ ହୋଇନାହିଁ । ୧୦ ଦଫା ଦାବି ନେଇ ଗାନ୍ଧୀମାର୍ଗରେ ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଆନ୍ଦୋଳନ ଚଳାଇଛନ୍ତି ।

ସରକାରୀ ସ୍ତରରେ ଆଲୋଚନା ପାଇଁ ବ୍ୟବସ୍ଥା କରାଯାଇ ନଥିବାରୁ ଆଜିଠୁ ମହାସଂଘ କାର୍ୟ୍ୟବନ୍ଦ ଆନ୍ଦୋଳନ କରିବ ବୋଲି ନିଷ୍ପତ୍ତି ନେଇଛି । ଗ୍ରୁପ୍-ବି, ସି ଓ ଡିରେ ଖାଲିଥିବା ମୋଟ ୨ଲକ୍ଷ ୩୦ ହଜାର ପଦରେ ଆଉଟସୋର୍ସି କର୍ମଚାରୀମାନଙ୍କୁ ନିୟମିତ ନିଯୁକ୍ତି, ନିୟମିତ ଆଦେଶ ବାହାରିବା ପର୍ୟ୍ୟନ୍ତ ଚାକିରି ନିରାପତା ଓ ଦରମା ବୃଦ୍ଧି, ଛଟେଇ କର୍ମଚାରୀଙ୍କୁ ପୁନଃନିଯୁକ୍ତି ପାଇଁ ମହାସଂଘ ପକ୍ଷରୁ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା