Masthead

ଓମ୍ ବିର୍ଲାଙ୍କ ଉପରକୁ ପାମ୍ପଲେଟ ଫିଙ୍ଗିଲେ ବିରୋଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରେ ବାଚସ୍ପତିଙ୍କ ଉପରକୁ ପାମ୍ପଲେଟ ଫିଙ୍ଗିଲେ ବିରୋଧୀ । ଫଳରେ ସଂସଦ ଅଚଳ ହୋଇଛି । ବିଜେପିର ଏମ୍‌ପିଙ୍କ ସହିତ ବିରୋଧୀ ଲୋକସଭା ଓ ରାଜ୍ୟସଭାରେ ପରସ୍ପର ଉପରେ ଆରୋପ ପ୍ରତ୍ୟାରୋପ କରିଛନ୍ତି। ବିରୋଧୀମାନେ ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ଏବଂ ଅଯୋଗ୍ୟତା ପ୍ରସଙ୍ଗ ଉଠାଇଥିଲେ।

ଏଥି ସହିତ, ଆଦାନୀ ପ୍ରସଙ୍ଗ ନେଇ ଜେପିସି ଗଠନ ଦାବି କରିଥିଲେ ବିରୋଧୀ। ଏହି ସମୟରେ କିଛି ବିରୋଧୀ ସଦସ୍ୟ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ଉପରେ ପାମ୍ପଲେଟ ମଧ୍ୟ ଫିଙ୍ଗିଥିଲେ। ଏହା ପରେ ଲୋକସଭାକୁ ଅପରାହ୍ନ ୪ ଟା ପର୍ୟ୍ୟନ୍ତ ସ୍ଥଗିତ ରଖାଯାଇଥିବାବେଳେ ରାଜ୍ୟସଭାକୁ ଅପରାହ୍ନ ୨ ଟା ପର୍ୟ୍ୟନ୍ତ ସ୍ଥଗିତ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ