Masthead

ରାହୁଲ ଗାନ୍ଧୀ ଚାହିଁଲେ ବି ବୀର ସାବରକର ହୋଇପାରିବେ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କଲେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର । କହିଛନ୍ତି ରାହୁଲ ଗାନ୍ଧୀ ଚାହିଁଲେ ବି ବୀର ସାବରକର ହୋଇପାରିବେ ନାହିଁ। କାରଣ ଏଥିପାଇଁ ଦେଶ ପ୍ରତି ନିଷ୍ଠା, ପ୍ରେମ, ନିଶ୍ୱାର୍ଥପରତା ରହିବା ଆବଶ୍ୟକ। ନିକଟରେ ରାହୁଲ ଗାନ୍ଧୀ ବୀର ସାବରକରଙ୍କ ସହ ନିଜକୁ ତୁଳନା କରିଥିଲେ ।

ଯାହାକୁ ନେଇ ଅନୁରାଗ ଠାକୁର ସମାଲୋଚନା କରି କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ସାବରକର ଗୋଟିଏ ବର୍ଷରେ ୬ ମାସ ବିଦେଶ ଯାତ୍ରା କରିନଥିଲେ କିମ୍ବା ସେ ନିଜ ଦେଶ ପାଇଁ ବିଦେଶୀମାନଙ୍କ ସାହାଯ୍ୟ ମାଗିନଥିଲେ। ଭାରତ ମାତାକୁ ଦାସତ୍ୱରୁ ମୁକ୍ତ କରିବା ପାଇଁ ଏକ ଆନ୍ଦୋଳନ ଆରମ୍ଭ କରିଥିବାରୁ ସାବରକର ବ୍ରିଟେନ ଯାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା