Masthead

ୟେଦୁରପ୍ପାଙ୍କ ବାସଭବନରେ ପଥରମାଡ଼

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବରିଷ୍ଠ ବିଜେପି ନେତା ତଥା କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କ ଘରକୁ ପଥରମାଡ଼ । ଶିବମୋଗାର ଶିକାରୀପୁରସ୍ଥିତ ବାସଭବନ ଉପରେ ଟେକାପଥର ମାଡ଼ ହୋଇଛି । ସଂରକ୍ଷଣ ପ୍ରସଙ୍ଗକୁ ବିରୋଧ କରୁଥିବା ବଞ୍ଜାରା ସମ୍ପ୍ରଦାୟର ଲୋକେ ତାଙ୍କ ଘର ଉପରକୁ ପଥର ଫିଙ୍ଗିଥିଲେ । ବିକ୍ଷୋଭକାରୀଙ୍କୁ ହଟାଇବା ପାଇଁ ପୁଲିସ ଲାଠିଚାଳନା କରିଥିବା ଜଣାଯାଇଛି ।

କର୍ଣ୍ଣାଟକରେ ୨୦୨୩ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି । ଅନୁସୂଚିତ ଜାତି/ଜନଜାତି ସମ୍ପ୍ରଦାୟକୁ ଦିଆଯାଇଥିବା ଆଭ୍ୟନ୍ତରୀଣ ସଂରକ୍ଷଣକୁ ନେଇ ବଞ୍ଜାରା ସମ୍ପ୍ରଦାୟ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା