ଟୁଇନସିଟିରେ କାଳବୈଶାଖୀ ତାଣ୍ଡବ

୨୯ରେ ଆଉ ଏକ ପଶ୍ଚିମା ଝଡ଼ !

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ଘଡ଼ଘଡ଼ି ସହ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ପ୍ରବଳ ବର୍ଷା । ଟୁଇନସିଟିରେ ମଧ୍ୟ ତାଣ୍ଡବ ରଚିଛି କାଳବୈଶାଖୀ ବର୍ଷା । ସକାଳୁ ଖରା, ଖରାବେଳେ କଳାହାଣ୍ଡିଆ ମେଘ । ଯାଜପୁର କୋରେଇରେ ସର୍ବାଧିକ ୬୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି କେନ୍ଦୁଝର ହାଟଡିହିରେ ୫୧.୧ ଓ ବୌଦ୍ଧ କଣ୍ଟାମାଳରେ ୪୪.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଆସନ୍ତା ୨୪ ଘଣ୍ଟାରେ ଝଡ଼ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ୧୦ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଉତ୍ତର ଓ ଉପକୂଳ ଓଡ଼ିଶା ବିଶେଷ ଭାବେ ପ୍ରଭାବିତ ହେବ । ଅନ୍ୟପଟେ ଆସନ୍ତା ୨୯ ତାରିଖରୁ ଆସୁଛି ଆଉ ଏକ ପଶ୍ଚିମା ଝଡ଼ । ୩୦ରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୧ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ହୋଇପାରେ ବୋଲି ପୂର୍ବାନୁମାନ ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!