Masthead

୧୬,୦୦୦ ଫୁଟ ଉଚ୍ଚରେ ଉଡିଲା ରୁଷ୍ଟମ

ବେଙ୍ଗାଲୁରୁ(ବଡ଼ ଖବର ବ୍ୟୁରୋ): ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଡ୍ରୋନ୍ ରୁଷ୍ଟମ-୨ର ସଫଳ ପରୀକ୍ଷଣ ଆଜି ଶେଷ ହୋଇଛି । ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏହି ପରୀକ୍ଷଣ କରିଥିଲଶ । ରୁଷ୍ଟମ-୨ ସମୁଦାୟ ୮ ଘଣ୍ଟା ପାଇଁ କର୍ଣ୍ଣାଟକର ଚିତ୍ରାଦୁରଗାରେ ୧୬,୦୦୦ ଫୁଟ ଉଚ୍ଚରେ ଉଡିଥିଲା । ୨୦୨୦ ଶେଷ ସୁଦ୍ଧା ଏହି ଡ୍ରୋନ୍ ଯେପରି ୨୬,୦୦୦ ଫୁଟ ଉଚ୍ଚରେ ୧୮ ଘଣ୍ଟା ଉଡ଼ିପାରିବ ସେଥିପାଇଁ ଡିଆରଡିଓର ବୈଜ୍ଞାନିକମାନେ ଉଦ୍ୟମ ଚଳାଇଛନ୍ତି ।

ଯୁଦ୍ଧସ୍ଥିତିକୁ ଜାଣିବା ଏବଂ ଶତ୍ରୁଙ୍କ ଉପରେ ନଜର ରଖିବା ପାଇଁ ଏହି ଡ୍ରୋନ୍ ବ୍ୟବହାର କରାଯିବ । ଏହା ସିନ୍ଥେଟିକ୍ ଆପର୍ଚର ରାଡାର ବହନ କରିବାରେ ଅତ୍ୟନ୍ତ ସକ୍ଷମ । ଭାରତୀୟ ବାୟୁସେନା ଏବଂ ନୌସେନା ଦ୍ୱାରା ବ୍ୟବହୃତ ମାନବବିହୀନ ଗୁପ୍ତଚର ଯାନ ସହିତ ରୁଷ୍ଟମ-୨ ଡ୍ରୋନକୁ ସମାନ କରିବା ପାଇଁ ଡିଆରଡିଓ ଲାଗିପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା