Masthead

ଆମେରିକା ସ୍କୁଲରେ ଗୁଳିକାଣ୍ଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ସ୍କୁଲରେ ଗୁଳିକାଣ୍ଡ । ୬ ପିଲାଙ୍କ ମୃତ୍ୟୁ। ସୋମବାର ଜଣେ ମହିଳା ଆକ୍ରମଣକାରୀ ନାଶଭିଲର ଏକ ପ୍ରାଥମିକ ବିଦ୍ୟାଳୟରେ ଗୁଳିମାଡ଼ କରିଛନ୍ତି । ନାଶଭିଲ ପୋଲିସ କହିଛି ଯେ ୨୮ ବର୍ଷୀୟା ବୟସ୍କ ମହିଳା ସୁଟରଙ୍କୁ ହତ୍ୟା କରାଯାଇଛି । ତେବେ ଘଟଣାର କାରଣ ପୋଲିସ ଏ ପର୍ୟ୍ୟନ୍ତ ପ୍ରକାଶ କରି ନାହିଁ । ମୃତ ପିଲାଙ୍କ ବୟସ ୧୨ ବର୍ଷରୁ କମ୍ ଥିଲା ।

ଅଧିକାରୀମାନେ କହିଛନ୍ତି ଯେ ସକାଳ ପ୍ରାୟ ୧୦ଟା ସମୟରେ ପ୍ରଥମ ଜରୁରୀକାଳୀନ ସାଇରନ ବାଜିଥିଲା । ଏହାର ୧୫ ମିନିଟ୍ ମଧ୍ୟରେ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସୁରକ୍ଷା ବାହିନୀ ଗୁଳି ଚଳାଇଥିଲେ । ତେବେ ଘଟଣା ପଛର କାରଣ କଣ ଜଣାପଡ଼ିନାହିଁ । ମହିଳା ଜଣଙ୍କ କାହିଁକି ଗୁଳି ଚଳାଇଲେ ତାହା ଜଣାପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା