Masthead

ସ୍କୁଲରେ କରୋନା ପଜିଟିଭ ଚିହ୍ନଟ

ରାଇଘର(ବଡ଼ ଖବର ବ୍ୟୁରୋ): ସ୍କୁଲରେ କରୋନା ପଜିଟିଭ ଚିହ୍ନଟ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକରେ ହାଟଭରାଣ୍ଡି ଆଶ୍ରମ ବିଦ୍ୟାଳୟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ବେଳେ ହଟଭରଣ୍ଡୀ ଆଶ୍ରମ ବିଦ୍ୟାଳୟର ଜଣେ ଛାତ୍ରୀ କରୋନାରେ ସଂକ୍ରମିତ ହୋଇଥିବା ମେଡିକାଲ ରିପୋର୍ଟରୁ ପ୍ରକାଶ ପାଇଛି ।

ଏହି ହୋଷ୍ଟେଲରେ ଥିବା ଛାତ୍ରଛାତ୍ରୀ ଏବଂ ପରିବାର ଲୋକୋଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ସୂଚନା ଅନୁସାରେ, ହାଟଭରାଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସି ହାଟଭରାଣ୍ଡି ଆଶ୍ରମ ବିଦ୍ୟାଳୟ ଛାତ୍ରୀ କରୋନା ପରୀକ୍ଷା କରିଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ