Masthead

ଆଜି ନେତ ଉତ୍ସବ, କାଲି ପବିତ୍ର ଅଶୋକାଷ୍ଟମୀ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): କାଲି ପବିତ୍ର ଅଶୋକାଷ୍ଟମୀ । ଅନୁଷ୍ଠିତ ହେବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଆଜି ନେତ ଉତ୍ସବ ଅବସରରେ ପ୍ରତିଷ୍ଠା ହେବ ରୁକୁଣା ରଥ । ଏଥିପାଇଁ ଚଳଚଞ୍ଚଳ ଭୁବନେଶ୍ୱର । ପ୍ରଭୁ ଲିଙ୍ଗରାଜଙ୍କ ସନ୍ଧ୍ୟା ଆଳତୀ ପରେ ମରିଚି କୁଣ୍ଡରୁ ଆସିବ ପାଣି । ପ୍ରଥମ ଗରା ପାଣୀ ଆଣି ପୂଜା କରାଯିବା ସହ ରଥ ପ୍ରତିଷ୍ଠା ହେବ ।

ରଥ ପାଇଁ ପାଣି ଯିବା ପରେ ମରୀଚିକୁଣ୍ଡରୁ ଉଠିଥିବା ଅନ୍ୟ କଳସ ଜଳ ନିଲାମ କରାଯିବ । ଏହି ପାଣି ସ୍ନାନ କଲେ ମହିଳାମାନଙ୍କୁ ସନ୍ତାପପ୍ରାପ୍ତି ହୋଇଥାଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି । ରାତିରେ ନୀତିକାନ୍ତି ହେବାର ଥିବାରୁ ଅସ୍ଥାୟୀ ଘର ଏବଂ ଲାଇଟ୍ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି