Masthead

ଏଫସିଆଇକୁ କାହିଁକି ଧାନ କିଣିବା ପାଇଁ ଛାଡୁନାହାନ୍ତି: ନରସିଂହ ମିଶ୍ର

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ଧାନ କିଣା ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ୨୦ ଲକ୍ଷ ମେଟ୍ରିକ ଟନ ଚାଉଳ କିଣିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କୁ କିଏ କହିଲା ଧାନ କିଣିବା ପାଇଁ ? ଏଫସିଆଇକୁ କୁହାଯାଉ ଧାନ କିଣିବା ପାଇଁ । ରାଜ୍ୟ ସରକାରଙ୍କର କେଉଁଠି ଗୁଡ଼ କି ଚିନି ରହିଗଲା । ଆଗେଇ ଆସୁଛନ୍ତି କିଣିବା ପାଇଁ । ଆଉ ପାଟି କରୁଛନ୍ତି କେନ୍ଦ୍ର କିଣିଲା ନାହିଁ ବୋଲି ।

ଜଳସେଚିତ ଜମିରୁ ୧୯ କୁଇଣ୍ଟାଲ ଏବଂ ଅଣଜଳସେଚିତ ଜମିରୁ ୧୩ କୁଇଣ୍ଟାଲ କିଣିବେ । ତେବେ ବାକି ଧାନ ଚାଷୀ କ’ଣ କରିବ । ମନ୍ତ୍ରୀ ଉତ୍ତର ଦେଇପାରୁନାହାନ୍ତି ବୋଲି ବୋଲି କହିଛନ୍ତି ନରସିଂହ । ଚାଷୀଙ୍କୁ ଶୋଷଣ କରୁଛନ୍ତି ଏବଂ ଧାନ କିଣୁଛନ୍ତି । ଏଫସିଆଇକୁ କାହିଁକି ଧାନ କିଣିବା ପାଇଁ ଛାଡୁ ନାହାନ୍ତି । ତୁରନ୍ତ ଏଫସିଆଇକୁ ଚିଠି ଲେଖନ୍ତୁ ଧାନ କିଣିବା ପାଇଁ । ଏମଓୟୁ ପ୍ରତ୍ୟାହାର କରନ୍ତୁ ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା