Masthead

ଶୂନ୍ୟକାଳରେ ଉଠିଲା ବଲାଙ୍ଗୀର ଜାଲ ସାର୍ଟିଫିକେଟ ପ୍ରସଙ୍ଗ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ):  ଶୂନ୍ୟକାଳରେ ଉଠିଲା ବଲାଙ୍ଗୀର ଜାଲ ସାର୍ଟିଫିକେଟ ପ୍ରସଙ୍ଗ । କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସଲୁଜା ଉଠାଇଲେ ଫେକ୍ ସାର୍ଟିଫିକେଟ ପ୍ରସଙ୍ଗ । ରାଜ୍ୟରେ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର । ବଲାଙ୍ଗୀରରେ ନକଲି ସର୍ଟିଫିକେଟ ରାକେଟ ଚାଲିଛି । ମନୋଜ ମିଶ୍ର ଏବଂ ଅଶୋକ ଉଦଗାତା ସମେତ ୧୯ ଜଣ ଗିରଫ ହୋଇଛନ୍ତି । ବର୍ଷ ବର୍ଷ ଧରି ନକଲି ସର୍ଟିଫିକେଟର ରାକେଟ ଚଳାଇଥିଲେ ।

ହଜାର ହଜାର ଛାତ୍ରଛାତ୍ରୀଙ୍କୁ ନକଲି ସର୍ଟିଫିକେଟ ଏବଂ ମାର୍କସିଟ ଦେଇଛନ୍ତି । ସେହି ଛାତ୍ରଛାତ୍ରୀ ମାନେ ବିଭିନ୍ନ ବିଭାଗରେ ଚାକିରି କରିଛନ୍ତି । ଏ ରାକେଟରେ ବିଜେଡି ନେତାମାନେ ସମ୍ପୃକ୍ତ ଅଛନ୍ତି । ଆଇଟି ସେଲର ଉପଦେଷ୍ଟା ଅଛନ୍ତି । ବିଜେଡିର ଆଇଟି ସେଲର ସଦସ୍ୟ ଗିରଫ ହୋଇଛନ୍ତି । ଫେକ୍ ସର୍ଟିଫିକେଟ ଦେଇ ଅ, ଆ ଜାଣିନଥିବା ପିଲା ମାଟ୍ରିକ ଓ ଯୁକ୍ତ ଦୁଇରେ ପ୍ରଥମ ହୋଇଛନ୍ତି । ଏନଏସଏରେ ବୁକ୍ କରିବା ପାଇଁ ବାଚସ୍ପତିଙ୍କ ରୁଲିଂ ଦାବି କଲେ ସାଲୁଜା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ