Masthead

ସିଆରପିଏଫ ଯବାନଙ୍କ ଆତ୍ମହତ୍ୟା

ବରଗଡ଼(ବଡ଼ ଖବର ବ୍ୟୁରୋ): ନିଜ ବନ୍ଦୁକରେ ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ସିଆରପିଏଫ ଯବାନଙ୍କ । ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ସିଆରପିଏଫ କ୍ୟାମ୍ପରେ ଘଟିଛି ଏଭଳି ଘଟଣା । ସିଆରପିଏଫ୍ କ୍ୟାମ୍ପରେ କାର୍ଯ୍ୟରତ ଥିଲେ ପ୍ରଶନ୍ନଜିତ ପାଳଙ୍କ ଆତ୍ମହତ୍ୟା । ମୃତ ପ୍ରଶନ୍ନଜିତଙ୍କ ଘର ପଶ୍ଚିମବଙ୍ଗରେ। ସେ ଜଗଦଲପୁରରେ ଥିବା ସିଆରପିଏଫ୍ କ୍ୟାମ୍ପରେ କାର୍ଯ୍ୟରତ ଥିଲେ। ଗତକାଲି ରାତି ୧୦ଟାରୁ ତାଙ୍କ ଡ୍ୟୁଟି ସୁରକ୍ଷା ଟାୱାର ଉପରେ ରହିଥିଲା। ଏହି ସମୟରେ ସେ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିଲେ । ତେବେ ସେ କେଉଁ କାରଣରୁ ଆତ୍ମହତ୍ୟା କଲେ, ତାହା ଜଣାପଡ଼ିନାହିଁ।  ସିଆରପିଏଫ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ ଉପରେ ୩ ହଜାର କିଲୋର ବୋମାମାଡ 🔴 ସୃଷ୍ଟି ହେଲା ଲଘୁଚାପ, ବର୍ଷା ନେଇ ରେଡ ଆର୍ଲଟ 🔴 ବହିତ୍ରୁଟି ପ୍ରସଙ୍ଗ ମାମଲାରେ ଗିରଫ ହେଲେ ମନୋଜ ପାଢୀ 🔴 ମୁକୁଳିବେ ଦାରା ସିଂହ! 🔴 ରୋହିତ-କୋହିଲି ଯୋଡ଼ିଙ୍କ ଉପରେ ନଜର 🔴 କୋଭିଡକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୈଠକ 🔴 ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ 🔴 ଓଡ଼ିଶାକୁ ଜାରି ୟେଲୋ ୱାର୍ଣ୍ଣିଂ 🔴 ୧୬ ଦିନରେ ସୋନମ୍ ୱାଙ୍ଗଚୁକ୍ ଅନଶନ 🔴 ହର୍ମୁଜ ପାଇଁ ବିପଦରେ ଦୁଇ ଦେଶ ଜନତା 🔴 ୟୁକ୍ରେନ ଉପରେ ୩ ହଜାର କିଲୋର ବୋମାମାଡ 🔴 ସୃଷ୍ଟି ହେଲା ଲଘୁଚାପ, ବର୍ଷା ନେଇ ରେଡ ଆର୍ଲଟ 🔴 ବହିତ୍ରୁଟି ପ୍ରସଙ୍ଗ ମାମଲାରେ ଗିରଫ ହେଲେ ମନୋଜ ପାଢୀ 🔴 ମୁକୁଳିବେ ଦାରା ସିଂହ! 🔴 ରୋହିତ-କୋହିଲି ଯୋଡ଼ିଙ୍କ ଉପରେ ନଜର 🔴 କୋଭିଡକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୈଠକ 🔴 ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ 🔴 ଓଡ଼ିଶାକୁ ଜାରି ୟେଲୋ ୱାର୍ଣ୍ଣିଂ 🔴 ୧୬ ଦିନରେ ସୋନମ୍ ୱାଙ୍ଗଚୁକ୍ ଅନଶନ 🔴 ହର୍ମୁଜ ପାଇଁ ବିପଦରେ ଦୁଇ ଦେଶ ଜନତା