Masthead

୨ବର୍ଷରେ ୨୦୦ଜଣଙ୍କ ମୃତ୍ୟୁ: ଅରୁଣ ସାହୁ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ଆମେରିକା ପରି ରାସ୍ତା କେବେ ହେବ? ଆମେରିକା ପରି ରାସ୍ତା ହେବା ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି ଏଭଳି କହି ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ଶୂନ୍ୟ କାଳରେ ଜାତୀୟ ରାଜପଥ ନିର୍ମାଣ ବିଳମ୍ବ ନେଇ ପ୍ରଶ୍ନ ଉଠାଇଛନ୍ତି ଅରୁଣ । କଟକରୁ ସମ୍ବଲପୁର ରାସ୍ତା ବିଳମ୍ବ ଯୋଗୁଁ ୨ବର୍ଷରେ ୪୦୦ଟା ଦୁର୍ଘଟଣା ହୋଇଛି, ୨୦୦ଜଣଙ୍କ ମୃତ୍ୟୁ ହୋଇଛି । କେନ୍ଦ୍ର ସରକାର ତୁରନ୍ତ କାମ କିପରି ସାରିବେ ସେ ନେଇ କେନ୍ଦ୍ର ପାଖରେ ବିଜେଡି ସାଂସଦ ମାନେ ଦାବି କରିଛନ୍ତି । ତେଣୁ ଦୁଃଖର କଥା ଏଯାଏ ବିଜେପି ସାଂସଦ ମାନେ ଏ ସମ୍ପର୍କରେ କେନ୍ଦ୍ର ପାଖରେ ଦାବି କରିନାହାଁନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!