Masthead

ଶଙ୍ଖ ମୋର ଗର୍ବ ପରେ ବିଜେଡିର ନୂଆ ଟ୍ରେଣ୍ଡ ଜୟ ଜଗନ୍ନାଥ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ଶଙ୍ଖ ମୋର ଗର୍ବ ପରେ ଏବେ ବିଜେଡିର ନୂଆ ଟ୍ରେଣ୍ଡ ଜୟ ଜଗନ୍ନାଥ । କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ପ୍ରଭୁ ଶ୍ରୀଜଗନ୍ନାଥ । ପ୍ରତିଟି ଓଡ଼ିଆର ମୁରବୀ । ସମସ୍ତ ମାଙ୍ଗଳିକ କାର୍ଯ୍ୟରେ ଓଡ଼ିଆମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶିଷ ଲୋଡ଼ିଥାନ୍ତି । ବିପଦ ଆପଦରେ ସେ ହିଁ ଏକ ମାତ୍ର ସାହା ଭରଷା । ଓଡ଼ିଆଙ୍କ ଭାବାବେଗ ସହ ଶ୍ରୀଜଗନ୍ନାଥ ଓ ଜଗନ୍ନାଥ ସଂସ୍କୃତି ଜଡ଼ିତ । ଏହାର ଫାଇଦା ଉଠାଇବ ବିଜେଡି । ମନ୍ତ୍ରୀ ହୁଅନ୍ତୁ ବା ବିଧାୟକ, ପର୍ଯ୍ୟବେକ୍ଷକ ବା ଦଳର କାର୍ଯ୍ୟକର୍ତ୍ତା ପୂର୍ବରୁ କହୁଥିଲେ ଶଙ୍ଖ ମୋର ଗର୍ବ । ଏବେ କହୁଛନ୍ତି ଜୟ ଜଗନ୍ନାଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ